Browsing Tag

baleswar

ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା

ଓଡ଼ିଆ ନ୍ୟୁଜ୍: ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା । ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା ବନ୍ଦ ଡାକରା ।ବାଲେଶ୍ବର ଘଟଣାକୁ ବିରୋଧ କରି ଓଡ଼ିଶା ବନ୍ଦ…
Read More...

ଜୀବନ ଯୁଧ୍ୟରେ ହାରିଗଲେ ସୌମ୍ୟାଶ୍ରୀ

ଓଡ଼ିଆ ନ୍ୟୁଜ୍: ନିଜ ଗୋଡ଼ରେ ଛିଡ଼ା ହେବାକୁ ଝିଅଟି ଦେଖିଥିଲା ସୁନେଲି ସ୍ବପ୍ନ। ହେଲେ ସବୁ କିଛି ଛାରଖାର ହୋଇଗଲା। ଆଜି ଝିଅ ନୁହେଁ ଫେରୁଛି ତା’ ମୃତଦେହ। ପରିବାର ସଦସ୍ୟଙ୍କ ସମେତ ଗାଁ ଲୋକଙ୍କ ଆଖିରୁ ଶୁଖୁନି ଲୁହ। ଜୀବନ…
Read More...

ସାର୍‌ ନିଆଁ ଲଗାଇ ଦେଇଛନ୍ତି!

ଓଡ଼ିଆ ନ୍ୟୁଜ୍: FM କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ସୋମବାର ପୀଡ଼ିତା ଛାତ୍ରୀଙ୍କ ମା’ ସାଂଘାତିକ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ସିସିଟିଭିରେ ଦେଖିଲୁ ନିଆଁ ଜଳୁଛି, ଛୁଆ…
Read More...

ଆସନ୍ତା ୨୪ରୁ ୪୮ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ଆଶୁତୋଷ ବିଶ୍ବାସ

ଓଡ଼ିଆ ନ୍ୟୁଜ୍: ଏମ୍ସରେ ସଂକଟାପନ୍ନ ଅବସ୍ଥାରେ ବାଲେଶ୍ୱର FM କଲେଜ ଛାତ୍ରୀଙ୍କ ଚିକିତ୍ସା ଚାଲିଛି। ଛାତ୍ରୀଙ୍କ ଶରୀରର ପ୍ରାୟ ୯୦ରୁ ୯୫ ପ୍ରତିଶତ ପୋଡି ଯାଇଛି। ଆସନ୍ତା ୨୪ରୁ ୪୮ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ । ଛାତ୍ରୀଙ୍କ…
Read More...

ଛାତ୍ରୀଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ରହିଛି: AIIMS ନିର୍ଦ୍ଦେଶକ

ଓଡ଼ିଆ ନ୍ୟୁଜ୍:  FM କଲେଜ ଜଣେ ଛାତ୍ରୀଙ୍କ ଆତ୍ମହୁତି ଉଦ୍ୟମ ଘଟଣା ସମଗ୍ର ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। ଅଭିଯୋଗ ରହିଛି ଯେ, ଜଣେ ଶିକ୍ଷକଙ୍କ ଦ୍ୱାରା ଯୌନ ର୍ନିଯାତନା ଓ ମାନସିକ ଉତ୍ପୀଡ଼ନ ଯୋଗୁଁ ଏହି ଛାତ୍ରୀ ନିଜ…
Read More...

କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ମୁଖ୍ୟମନ୍ତ୍ରୀ

ଓଡ଼ିଆ ନ୍ୟୁଜ୍: ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ଦିଲ୍ଲୀରୁ ଫେରିବା ପରେ ସେ ଏହି ଘଟଣା ସମ୍ପର୍କରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ…
Read More...

ବାଲେଶ୍ୱର ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଅଭିଯୁକ୍ତ HOD ଗିରଫ

ଓଡ଼ିଆ ନ୍ୟୁଜ୍: ସାମ୍ନାକୁ ଆସିଲେ ଅଧ୍ୟାପକ। ଟାଣିଟାଣି ନେଲା ପୋଲିସ। ବାଲେଶ୍ବର ଏଫଏମ ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଥାନାରେ ଅଟକ ରହିଛନ୍ତି। ଶିକ୍ଷା ବିଭାଗର ମୁଖ୍ୟ ସମୀର ସାହୁ ଥାନାରେ ଅଟକ ହୋଇଛନ୍ତି। ସହଦେବଖୁଣ୍ଟା…
Read More...

ଛାତ୍ରୀ ଆତ୍ମାହୂତି ଘଟଣା: FM କଲେଜ ପ୍ରିନ୍ସିପାଲ-ଏଜୁକେସନ ବିଭାଗ HOD ସସ୍‌ପେଣ୍ଡ

ଓଡ଼ିଆ ନ୍ୟୁଜ୍: FM କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ପ୍ରିନ୍ସିପାଲ ଓ ଶିକ୍ଷା ବିଭାଗ ଏଚ୍‌ଓଡି ଙ୍କୁ ନିଲମ୍ବନ କରାଯାଇଛି। ପ୍ରିନ୍ସିପାଲ ଦିଲ୍ଲୀପ ଘୋଷ, ଏଚ୍‌ଓଡି ସମୀର ସାହୁଙ୍କୁ ଛାତ୍ରୀ ଆତ୍ମାହୂତୀ ଉଦ୍ୟମ…
Read More...

ବଜ୍ରାଘାତ ନେଲା ୩ ଜୀବନ !

ଓଡ଼ିଆ ନ୍ୟୁଜ୍: ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ବରହମପୁର ଥାନା ରାଇପାଳ ଅଞ୍ଚଳରେ ଏକ ଅଘଟଣ ଘଟିଛି। କେନାଲ କାମ ଚାଲିଥିବା ବେଳେ ଶନିବାର ବଜ୍ରପାତ ଘଟି ୩ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା…
Read More...

ଅଧ୍ୟାପକଙ୍କ ଦୁର୍ବ୍ୟବହାର ଅଭିଯୋଗ, ଛାତ୍ରୀଙ୍କ ଜୀବନ ହାରିବା ଉଦ୍ୟମ

ଓଡ଼ିଆ ନ୍ୟୁଜ୍: ବାଲେଶ୍ୱର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି । କଲେଜ ଫାଟକ ସମ୍ମୁଖରେ ନ୍ୟାୟ ପାଇଁ ଧାରଣାରେ ବସିଥିବା ଜଣେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ…
Read More...