Browsing Tag

bjd

ପାଣ୍ଡିଆନଙ୍କ ସୁରକ୍ଷାରେ ଥିଲେ ୭୨ ପୋଲିସ

ଓଡ଼ିଆ ନ୍ୟୁଜ୍: ପାଣ୍ଡିଆନଙ୍କ ସୁରକ୍ଷାରେ ନିୟୋଜିତ ଥିଲେ ୭୨ ପୋଲିସ।ମୁଲତବି ଆଲୋଚନାରେ ନାଁ ନ ନେଇ ବିରୋଧୀଙ୍କୁ ଆଇନ ମନ୍ତ୍ରୀଙ୍କ ଇସାରା।ପରୋକ୍ଷରେ ପୂର୍ବତନ ୫ଟି ଅଧକ୍ଷ ପାଣ୍ଡିଆନଙ୍କୁ କଲେ ଟାର୍ଗେଟ୍‌।ବିଜେଡି ସଦସ୍ୟଙ୍କ…
Read More...

ବିଧାନସଭା ଅଧିବେଶନ ଦ୍ୱିତୀୟ ଦିନ, ଆଜି ଗୃହରେ ଆଗତ ହେବ ଅତିରିକ୍ତ ବଜେଟ

ଓଡ଼ିଆ ନ୍ୟୁଜ୍:ବିଧାନସଭା ଶୀତ ଅଧିବେଶନର ଆଜି ଦ୍ବିତୀୟ ଦିନ। ଆଜି ଗୃହରେ ଆଗତ ହେବ ଅତିରିକ୍ତ ବଜେଟ । ଅପରାହ୍ନରେ ପ୍ରାୟ ୧୦ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ ଗୃହରେ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ।…
Read More...

ଆଜିଠୁ ବିଧାନସଭା ଶୀତକାଳୀନ ଅଧିବେଶନ

ଓଡ଼ିଆ ନ୍ୟୁଜ୍: ଆଜିଠୁ ବିଧାନସଭା ଶୀତକାଳୀନ ଅଧିବେଶନ। କମ୍ପିବ ଗୃହ । ମୁହାଁମୁହିଁ ହେବେ ଶାସକ-ବିରୋଧୀ । ସରକାରଙ୍କୁ ଘେରିବାକୁ ବିଭିନ୍ନ ରଣନୀତି ପ୍ରସ୍ତୁତ କରିଛନ୍ତି ବିରୋଧୀ । କାଉଣ୍ଟର ପାଇଁ ପୁରା ତୟାର ଶାସକ ଦଳ।…
Read More...

ଦେବାଶିଷ ସାମନ୍ତରାୟଙ୍କ ବିସ୍ଫୋରଣ

ଓଡ଼ିଆ ନ୍ୟୁଜ୍: ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟଙ୍କ ବିସ୍ଫୋରଣ। 'ନବୀନ ବାବୁ ମୋତେ ଫୋନ୍ କଲେ, ଗୃହରେ ଅନୁପସ୍ଥିତ ରହିବାକୁ କହିଥିଲେ'।ମୁଁ ତାଙ୍କ ହିସାବରେ ଭୋଟ୍ ଦେବାକୁ ଯାଇନଥିଲି: ଦେବାଶିଷ।'କିଛି ଲୋକ ନବୀନ…
Read More...

ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବସିଲା ସର୍ବଦଳୀୟ ବୈଠକ

ଓଡ଼ିଆ ନ୍ୟୁଜ୍: ଆସନ୍ତାକାଲି ଠାରୁ ବସିବାକୁ ଯାଉଛି ବିଧାନସଭାର ଶୀତ ଅଧିବେଶନ। ସେଥିପାଇଁ ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ପହଁଚିଛି। ପ୍ରଥମ ଥର ପାଇଁ ଓଡ଼ିଶା ବିଧାନସଭାରେ ରାଷ୍ଟ୍ରପତି ରଖିବାକୁ ଯାଉଛନ୍ତି ଅଭିଭାଷଣ । ଯାହାକୁ…
Read More...

ବିଜୁ ପଟ୍ଟନାୟକଙ୍କୁ ହଟାଯିବା ପରଠୁ ବିଜେଡିର ପରାଜୟ ଆରମ୍ଭ ହୋଇଛି: ଭୂପିନ୍ଦର ସିଂ

ଓଡ଼ିଆ ନ୍ୟୁଜ୍: ସାଂସଦ ଦେବାଶିଷ ସାମନ୍ତରାୟଙ୍କ କଥାକୁ ସମର୍ଥନ କଲେ ଭୂପିନ୍ଦର ସିଂ।'ଗତ ନିର୍ବାଚନ ସମୟରେ ବିଜୁ ପଟ୍ଟନାୟକଙ୍କ ପୋଷ୍ଟର ଦେଖିବାକୁ ମିଳିଲାନି'।ନୂଆପଡ଼ା ଉପନିର୍ବାଚନରେ ସମାନ କଥା ଦେଖିବାକୁ ମିଳିଲା:…
Read More...

ତେଲମାରି ରାଜ୍ୟସଭା ଯାଇଛନ୍ତି: ଦେବାଶିଷ ସାମନ୍ତରାୟ

ଓଡ଼ିଆ ନ୍ୟୁଜ୍: ପୁଣି ପଦାରେ ପଡ଼ିଲା ବିଜେଡିର ବଡ଼ ଅନ୍ତଃକନ୍ଦଳ।ବରିଷ୍ଠ ଉପସଭାପତି ଗ୍ରହଣ ପାଇଁ ମନା କଲେ ଦେବାଶିଷ ସାମନ୍ତରାୟ।ସିନିୟର୍ ସିଟିଜେନ୍ ସେଲ୍‌ ଉପସଭାପତି ପଦ ନେବାକୁ ମନା କଲେ। ବିଜେଡି ସଭାପତି ନବୀନ…
Read More...

ପଦ ଛାଡ଼ିଲେ ଦେବାଶିଷ ସାମନ୍ତରାୟ

ଓଡ଼ିଆ ନ୍ୟୁଜ୍: ବିଜେଡିର ପଦ ଛାଡ଼ିଲେ ସାଂସଦ ଦେବାଶିଷ ସାମନ୍ତରାୟ। ସିନିୟର୍ ସିଟିଜେନ୍ ସେଲ୍‌ ଉପସଭାପତି ପଦରୁ ଇସ୍ତଫା। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଲେ ଇସ୍ତଫାପତ୍ର।ଗୁରୁତ୍ୱ ଦେଉନଥିବାରୁ ପଦବୀ…
Read More...

ନବୀନ ନିବାସରେ ପିଏସି ବୈଠକ

ଓଡ଼ିଆ ନ୍ୟୁଜ୍: ନୂଆପଡ଼ା ଉପନିର୍ବାଚନରେ ଶୋଚନୀୟ ପରାଜୟ ପରେ ବିଜେଡିର ରାଜନୈତିକ ବ୍ୟାପାର କମିଟି ବୈଠକ ଅନୁଷ୍ଠିତ ହୋଇଛି। ନବୀନ ନିବାସରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି। ଏହି ସମୟରେ…
Read More...

ନୂଆପଡ଼ାରେ ପ୍ରଚାର ହେଇଗଲା ଯେ ବିଜେଡି ଚାହୁଁଛି ଯେ ବିଜେପି ଜିତୁ: ଭୂପିନ୍ଦର ସିଂ

ଓଡ଼ିଆ ନ୍ୟୁଜ୍: ନୂଆପଡ଼ା ପରାଜୟକୁ ନେଇ ବରିଷ୍ଠ ନେତା ଭୂପିନ୍ଦର ସିଂଙ୍କ ବଡ଼ ବୟାନ।ପ୍ରାର୍ଥୀ ଚୟନ ଭୁଲ ରହିଲା, ରାଜୁ ଢୋଲକିଆଙ୍କ ସହାନୁଭୂତି ଗଲା ବିଜେପିକୁ।କଂଗ୍ରେସ ଦଳ ବହୁ ଆଗରୁ ଘାସିରାମଙ୍କୁ ପ୍ରାର୍ଥୀ କଲା, ଆମର…
Read More...