#Odianews ଆଜି ଚିଲିକାରେ ହେଉଛି ଡଲଫିନ ଗଣନା Odia News Jan 20, 2024 0 ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ଚିଲିକାରେ ହେଉଛି ଡଲଫିନ ଗଣନା । ସକାଳ ୬ଟାରେ ଗଣତି ଆରମ୍ଭ ହୋଇଥିବା ବେଳେ, ୧୮ଟି ଟିମ୍ ଏଥିରେ ସାମିଲ ହୋଇଛନ୍ତି । ପ୍ରତି ଟିମରେ ୮ରୁ ୧୦ ଜଣ ସଦସ୍ୟ ରହିଛନ୍ତି । ଭିଡିଓଗ୍ରାଫି,… Read More...