Browsing Tag

cm naveen

ଅନୁଗୁଳରେ ୧୮୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁଗୁଳ ଜିଲ୍ଲା ଗସ୍ତ କରି ୧୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୧୩ କୋଟି ଟଙ୍କାରେ ୭୪୬ଟି ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା…
Read More...

ପ୍ରତିଷ୍ଠା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା: ବିଜୁ ଜନତା ଦଳ ଆଗାମୀ ଶହେବର୍ଷ ବି ସେବା କରି ଚାଲିବ

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):  ବିଜେଡିର ଭବିଷ୍ୟତକୁ ନେଇ ସୁପ୍ରିମୋଙ୍କ ବଡ଼ ବାର୍ତ୍ତା।ବିଜେଡି କେବେ ବି ଜଣେ ଦୁଇ ଜଣଙ୍କ ଉପରେ ନିର୍ଭର କରି ନାହିଁ ଏବଂ ଭବିଷ୍ୟତରେ ବି କରିବ ନାହିଁ । ଏହା ଏକ ସାମାଜିକ ଆନ୍ଦୋଳନ। କେବଳ ୨୫…
Read More...

ବେଙ୍ଗାଲୁରୁରେ ନବୀନ, ଇନଭେଷ୍ଟର୍ସ ମିଟରେ ଦେବେ ଯୋଗ

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):  ଓଡ଼ିଶା ଇନଭେଷ୍ଟର୍ସ ମିଟ୍ ରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ବେଙ୍ଗାଲୁରୁରେ ଗସ୍ତ କରିଛନ୍ତି । କାଲି ଅପରାହ୍ନରେ ମେକ୍ ଇନ ଓଡ଼ିଶା ରୋଡ୍ ସୋ’ ରେ ୱିପ୍ରୋର ପୂର୍ବତନ…
Read More...

କଟକ ସହ ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାର ମିଶନ ଶକ୍ତି ମା ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଜାତୀୟ ପତାକା ତିଆରି ଦାୟିତ୍ବ…

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):  ଆଜି ସଂଧ୍ୟାରେ ନବୀନ ନିବାସଠାରେ କଟକ, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟ କଙ୍କୁ ଭେଟି ଥିଲେ । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ…
Read More...

କୋଭିଡ ରୋଗୀଙ୍କ ଚିକିତ୍ସା ପାଇଁ ମୁମ୍ବାଇ ସ୍ଥିତ ଓଡ଼ିଶା ଭବନରେ ରହିଥିଲେ, ଭଡ଼ା ବାବଦକୁ ୬୧ ଲକ୍ଷ ଟଙ୍କା ଛାଡ଼ କଲେ…

ଓଡିଆ ନ୍ୟୁଜ୍(ବ୍ୟୁରୋ):  କୋଭିଡ ରୋଗୀଙ୍କ ଚିକିତ୍ସା କରୁଥିବା ନବୀ ମୁମ୍ୱାଇ ମହାନଗର ନିଗମର ଡାକ୍ତର ଓ ନର୍ସ ମାନଙ୍କ ମୁମ୍ୱାଇ ସ୍ଥିତ ଓଡ଼ିଶା ଭବନରେ ରହୁଣୀ ବାବଦ ୬୧ ଲକ୍ଷ ୫ ହଜାର ଟଙ୍କା ଦେୟକୁ ଓଡ଼ିଶା ସରକାର ଛାଡ…
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଦେଲେ ଭୋଟ

ଓଡିଆ ନ୍ୟୁଜ୍(ବ୍ୟୁରୋ): ରାଷ୍ଟ୍ରପତି ପଦ ଲାଗି ଚାଲିଛି ଭୋଟିଂ । ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ ପ୍ରତିନ୍ଦ୍ୱନ୍ଦ୍ୱିତା କରୁଛନ୍ତି ବିରୋଧୀ ଦଳଙ୍କ ପ୍ରାର୍ଥୀ ଯଶଓ୍ଵନ୍ତ ସିହ୍ନା। ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ…
Read More...

ପରିକ୍ରମା ପ୍ରକଳ୍ପର ନିର୍ମାଣ କାମ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କହିଲେ ସୁନ୍ଦର ଓ ଆକର୍ଷଣ…

ଓଡିଆ ନ୍ୟୁଜ୍(ବ୍ୟୁରୋ):  ପୁରୀରେ ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ନିକଟରେ ପରିକ୍ରମା ପ୍ରକଳ୍ପର ନିର୍ମାଣ କାମ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦକ୍ଷିଣ ଦ୍ୱାର ପଞ୍ଜାବୀ ମଠ ନିକଟରେ ପ୍ରକଳ୍ପର କିଛି ଅଂଶ…
Read More...

ଦିଲ୍ଲୀରୁ କାଲି ରୋମ୍‌ ବାହାରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ: WFPର ମୁଖ୍ୟାଳୟରେ ଅନୁଷ୍ଠିତ କର୍ଯ୍ୟକ୍ରମରେ ଦେବେ…

ଓଡିଆ ନ୍ୟୁଜ୍(ବ୍ୟୁରୋ):  ଦିଲ୍ଲୀରୁ କାଲି ରୋମ୍‌ ବାହାରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେଠାରେ ୱାର୍ଲଡ ଫୁଡ୍‌ ପ୍ରୋଗ୍ରାମ WFPର ମୁଖ୍ୟାଳୟରେ ଅନୁଷ୍ଠିତ କର୍ଯ୍ୟକ୍ରମରେ ଯୋଗ ଦେବେ। ଓଡ଼ିଶା ସରକାରଙ୍କ ଖାଦ୍ୟ…
Read More...

ୟୁକ୍ରେନ୍‌ରୁ ଫେରିଲେ ୭୭ ଓଡିଆ ଛାତ୍ରଛାତ୍ରୀ: ବିମାନବନ୍ଦରରେ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡିଆ ନ୍ୟୁଜ୍ (ବ୍ୟୁରୋ):  ଦୀର୍ଘ ୧୨ ଦିନର ଉତ୍କଣ୍ଠା ଓ ଆଶଙ୍କାର ଆଜି ଅନ୍ତ ଘଟିଛି। ୟୁକ୍ରେନ୍‌ରେ ପଢୁଥିବା ଓଡିଆ ଛାତ୍ରଛାତ୍ରୀଙ୍କ ପରିବାର ପାଇଁ ଆଣିଛି ଆଶ୍ବସ୍ତି । ଯୁଦ୍ଧ ବିଧ୍ବସ୍ତ ୟୁକ୍ରେନ୍‌ରେ ପାଠ ପଢୁଥିବା ୭୭…
Read More...