#Odianews ଆଜି ହେବ ଟାଇଟଲ ଲଢେଇ Odia News Jun 29, 2024 ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଟି-୨୦ ବିଶ୍ଵକପରେ ଆଜି ଟାଇଟଲ ଲଢେଇ । ଭାରତୀୟ ସମୟ ରାତି ୮ଟାରେ ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା। ୨୦୦୭ ପ୍ରଥମ ସଂସ୍କରଣ ବିଜେତା ଭାରତ ତାର ପୂର୍ବ ଐତିହ୍ୟ ପାଇଁ ଲଢେଇ କରିବ।… Read More...