ଓଡ଼ିଶାକୁ ପୁଣି ବାତ୍ୟା ଭୟ , ଶେଷ ସପ୍ତାହରେ ସୃଷ୍ଟି ହୋଇପାରେ ସାଇକ୍ଲୋନ୍ !
ଓଡ଼ିଆ ନ୍ୟୁଜ୍: ଆସନ୍ତାକାଲି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୪ ତାରିଖରେ ଆହୁରି ଘନୀଭୂତ ହୋଇ ଦକ୍ଷିଣ ବଙ୍ଗୋପସାଗରର…
Read More...
Read More...