କେମିକାଲ୍ ମିଶା ରଙ୍ଗ ଲାଗି ୨୦ଗୁରୁତର
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ହୋଲିରେ ଅଘଟଣ। ହୋଲି ଖେଳି ୨୦ ଜଣ ଯୁବକ ଅସୁସ୍ଥ। ହୋଲିରେ କିଛି ରସାୟନିକ ପଦାର୍ଥ ମିଶା ଯିବା କାରଣରୁ ଏପରି ଅଘଟଣ ଘଚିଛି। ସମସ୍ତ ଅସୁସ୍ଥଙ୍କୁ ବଲାଙ୍ଗୀର ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି |…
Read More...
Read More...