ଜାମ୍ମୁ କାଶ୍ମୀର ଜେଲ ଡିଜିଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ ଗିରଫ
ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ଜାମ୍ମୁ କାଶ୍ମୀର ଜେଲ ବିଭାଗର ପୋଲିସ ମହାନିର୍ଦ୍ଦେଶକ ହେମନ୍ତ କୁମାର ଲୋହିଆଙ୍କ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ୟାସିର ଅହମ୍ମଦଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତଙ୍କୁ ପୋଲିସ ପଚରାଉଚରା କରୁଛି।…
Read More...
Read More...