ଜମ୍ମୁ କାଶ୍ମୀରରେ ଆତଙ୍କବାଦୀ ହମଲା, ସେନା ଅଧିକାରୀ ସହିଦ
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଜମ୍ମୁ କାଶ୍ମୀରରେ ସର୍ଚ୍ଚ ଅପରେସନ ବେଳେ ବଡ଼ ଅଘଟଣ । ୪୮ ରାଷ୍ଟ୍ରୀୟ ରାଇଫଲର ଜଣେ କ୍ୟାପଟେନ ସହିଦ୍ ହୋଇଥିବା ସୂଚନା ମିଳିଛି | ସୁରକ୍ଷାବାହିନୀର ସର୍ଚ୍ଚ ଅପରେସନ ବେଳେ ଆଖିବୁଜା ଗୁଳିମାଡ କଲେ…
Read More...
Read More...