ଝାରସୁଗୁଡ଼ା ବେଳପାହାଡରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଝାରସୁଗୁଡ଼ା ବେଳପାହାଡରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସ୍କୁଲ ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୧୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…
Read More...
Read More...