ଖୁସି ବାଂଟିଲେ ଖୁସି ବଢେ”: ଜେରିଆଟ୍ରିକ୍ ସେଂଟରରେ ଚକ୍ଷୁ ଚିକିତ୍ସା ଶିବିର କରି ଜନ୍ମଦିନ ପାଳିଲେ ଆକାଶ
ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଓଡିଆ ସିନେ ଜଗତର ଲୋକପ୍ରିୟ ଅଭିନେତା, ଓଡିଶା ସରକାରଙ୍କ “ମୋ କଲେଜ ଅଧ୍ୟକ୍ଷ”, ଉଡ୍ର ଚାରିଟେବୁଲ ଟ୍ରଷ୍ଟର ଉପଦେଷ୍ଟା ଆକାଶ ଦାସନାୟକଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ । ପ୍ରତିବର୍ଷ ଏହି ଦିନ ଆକାଶ…
Read More...
Read More...