ମୁଖ୍ୟମନ୍ତ୍ରୀଙ୍କ ସହ ଫିଲ୍ମ ଦେଖିଲେ ବଲିଉଡ୍ କୁଇନ କଙ୍ଗନା ରଣାୱତ
ଓଡ଼ିଆ ନ୍ୟୁଜ୍: ଓଡ଼ିଶାରେ ବଲିଉଡ୍ କୁଇନ ତଥା ସାଂସଦ କଙ୍ଗନା ରଣାୱତ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦେଖିଲେ ଫିଲ୍ମ । ଉତ୍କଳ କନିକା ଗ୍ୟାଲେରିଆରେ ନିଜ ଅଭିନୀତ ‘ଭାରତ ଭାଗ୍ୟ ବିଧାତା’ର ସ୍ପେସାଲ ପ୍ରିମିୟର ସୋ ଦେଖିଲେ…
Read More...
Read More...