କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ବିଜେପି ଘୋଷଣା କଲା ୧୮୯ ପ୍ରାର୍ଥୀଙ୍କ ନାଁ
ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ମଙ୍ଗଳବାର ୧୮୯ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ମୁଖ୍ୟମନ୍ତ୍ରୀ ବସବରାଜ ବୋମାଇ ତାଙ୍କ ପାରମ୍ପରିକ ଶିଗାଓଁ…
Read More...
Read More...