ଓଡ଼ିଶା ସିମକାର୍ଡକୁ ପାକିସ୍ତାନରେ ଅପରେଟ ଘଟଣା: ଯାଜପୁରରୁ ୨ ଜଣଙ୍କୁ ଅଟକ ରଖିଲା ଏସ୍ଟିଏଫ୍
ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଓଡିଶା ସିମକାର୍ଡକୁ ପାକିସ୍ତାନରେ ଅପରେଟ ଘଟଣାର ମାଷ୍ଟରମାଇଣ୍ଡ ପଠାଣିସାମନ୍ତ ଲେଙ୍କାର ଦୁଇ ସହଯୋଗୀ ଅଟକ। ଦେଶଦ୍ରୋହୀ କାର୍ଯ୍ୟ କରୁଥିବା ଅଭିଯୋଗରେ ଯାଜପୁରରୁ ଦୁଇଜଣଙ୍କୁ ଏସଟିଏଫ୍ ଉଠାଇଥିବା…
Read More...
Read More...