Browsing Tag

latestnews

ଖୋଲିଲା ହୀରାକୁଦ ଡ୍ୟାମର ଆଉ ୫ଟି ଗେଟ୍‌

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ହୀରାକୁଦ ଡ୍ୟାମର ଖୋଲିଲା ଆଉ ୫ଟି ଗେଟ୍। ପୂର୍ବରୁ ୨ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଥିଲା। ଏବେ ୫ଟି ଗେଟ୍‌ ଖୋଲିବା ପରେ ୭ଟି ଗ୍ୟାଟ୍‌ ଦେଇ ଜଳ ନିଷ୍କାସିତ ହେଉଛି।  ହୀରାକୁଦ ଡ୍ୟାମରେ ଆଜି…
Read More...

ଉପବାଚସ୍ପତିଙ୍କ ଘରେ ଚିତି ସାପ

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ଓଡ଼ିଶା ବିଧାନସଭା  ଉପ ବାଚସ୍ପତି ରଜନୀ କାନ୍ତ ସିଂହଙ୍କ ବାସ ଭବନରେ ଚିତି ସାପ। ଉପବାଚସ୍ପତିଙ୍କ ଭୁବନେଶ୍ୱର ୟୁନିଟ ୧  ସ୍ଥିତ ସରକାରୀ ବାସ ଭବନରେ ଭିତରେ ଥିବା ଏକ ବାଥରୁମ ଭିତର ଜାଲିରେ ଏଇ ଚିତି…
Read More...

ନିଲମ୍ବିତ ହେଲେ ଦଶମନ୍ତପୁର ଥାନା ଅଧିକାରୀ

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ନିଲମ୍ବିତ ହେଲେ ଦଶମନ୍ତପୁର ଥାନା ଅଧିକାରୀ। ଏକ ମାମଲାର ରଫାଦଫା କରିବାକୁ ୮ ହଜାର ଟଙ୍କା ନେଉଥିବାବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଦଶମନ୍ତପୁର ଥାନା ଅଧିକାରୀ ଚନ୍ଦ୍ରଭାନୁ ମହାନ୍ତିଙ୍କୁ…
Read More...

ଭିଜିଲାନ୍ସ ଜାଲରେ ଗୋଡ଼ା ରାଜସ୍ୱ ନିରୀକ୍ଷକ

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଜଗତସିଂହପୁର ଜିଲ୍ଲା ଏରସମା ତହସିଲର ଗୋଡ଼ା ରାଜସ୍ୱ ନିରୀକ୍ଷକ ନୃସିଂହ ଚରଣ ରାଉତ।  ଆଜି ଜଣେ ବ୍ୟକ୍ତିଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ…
Read More...

ନବଘନ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ କରଂଜଆଡ଼ିଆ ନବଘନ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ। ଏହି ସଭାରେ ବାଣିଜ୍ୟ ବିଭାଗର ମୁଖ୍ୟ ଅଧ୍ୟାପକ ଉମେଶ ଚନ୍ଦ୍ର ଭୋଇ,…
Read More...

ଶନିବାର ଗୋଟିଏ ମଞ୍ଚରେ ବସିବେ ନବୀନ- ଶାହ

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ଶନିବାର ଗୋଟିଏ ମଞ୍ଚରେ ବସିବେ ନବୀନ- ଶାହ। ଏକାଠି ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ ଦୁଇ ନେତା । ବିଜେପି-ବିଜେଡି ଅଘୋଷିତ ମେଣ୍ଟକୁ ନେଇ ଆଞ୍ଚଳିକଠୁ ଆରମ୍ଭ କରି ଜାତୀୟ ରାଜନୀତି ଏବେ…
Read More...

ମୋ ବସ୍ ଭଳି ୬ ଟି ଜିଲ୍ଲାରେ ଗଡ଼ିବ ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ମୋ ବସ୍ ଭଳି ୬ ଟି ଜିଲ୍ଲାରେ ଗଡ଼ିବ ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍। ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନାରେ ଆଦିବାସୀ ଅଧ୍ୟୁଷିତ ଓ ମାଓ ଉପଦ୍ରୁତ ଅଞ୍ଚଳରେ ଏହି ବସ୍ ଚାଲିବ ।  ଗଜପତି, କଳାହାଣ୍ଡି,…
Read More...

ବିଶ୍ବ ପୁଲିସ ଓ ଫାୟାର କ୍ରୀଡ଼ାରେ ଚିନ୍ମୟୀ ଭୂୟାଁଙ୍କୁ ୨ ଟି ସ୍ବର୍ଣ୍ଣ

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ବିଶ୍ବ ପୁଲିସ ଓ ଫାୟାର କ୍ରୀଡ଼ାରେ ଚିନ୍ମୟୀ ଭୂୟାଁଙ୍କୁ ୨ଟି ସ୍ବର୍ଣ୍ଣ। କାନାଡ଼ାରେ ଆୟୋଜିତ ବିଶ୍ବ ପୁଲିସ ଓ ଫାୟାର କ୍ରୀଡ଼ାରେ ଭାରତରୁ ପ୍ରତିନିଧିତ୍ବ କରିଥିବା ଓଡ଼ିଆ ଝିଅ ଚିନ୍ମୟୀ ଭୂୟାଁ ୨ଟି…
Read More...

ଆସନ୍ତାକାଲି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ଓଡ଼ିଆ ନ୍ୟୁଜ(ବ୍ୟୁରୋ):  ଆସନ୍ତାକାଲି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । କାଲି ପୂର୍ବାହ୍ନ ୧୧ଟାରେ ନୀଳାଦ୍ରି ଭକ୍ତ ନିବାସରେ ଗଜପତି ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ପୂର୍ବରୁ ଲଗାତର ଦୁଇଟି…
Read More...

ମହାନଦୀରେ ଆସୁଛି ବନ୍ୟା, ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ମହାନଦୀରେ ଆସୁଛି ବନ୍ୟା। ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କଲେ ବନ୍ୟା ପ୍ରଭାବିତ ଜିଲ୍ଲା ଗୁଡ଼ିକର ଜିଲ୍ଲାପାଳ। ଲଗାଣ ବର୍ଷା ଯୋଗୁଁ ମହାନଦୀର ଶାଖା ନଦୀରେ ପାଣି ବଢ଼ିଥିବାବେଳେ ମହାନଦୀରେ…
Read More...