ଆଜି ହେଉଛି ପବିତ୍ର ମହାଳୟ
ଓଡ଼ିଆ ନ୍ୟୁଜ, ଭୁବନେଶ୍ୱର : ଆଶ୍ୱିନ ମାସର ଅମାବାସ୍ୟା ‘ମହାଳୟା’ ଅମାବାସ୍ୟା ଭାବରେ ପରିଚିତ ଓ ପ୍ରସିଦ୍ଧ। ଏହି ଅମାବାସ୍ୟାର ନାମ କାହିଁକି ‘ମହାଳୟା’, ତାହାର ଅନେକ ତାତ୍ପର୍ଯ୍ୟ ରହିଛି। ‘ମହତାଂ ଆଳୟଃ ମହାଳୟଃ’। ଅର୍ଥାତ୍…
Read More...
Read More...