ପୁରୀରେ ହେବ ବିଶ୍ବସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ
ଓଡ଼ିଆ ନ୍ୟୁଜ୍: ପୁରୀ ସହରରେ ପ୍ରତିଷ୍ଠା ହେବ ବିଶ୍ବସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ। ଏନେଇ ପ୍ରେସମିଟ୍ରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଜଗନ୍ନାଥ ମ୍ୟୁଜିୟମ ସହ ଗବେଷଣା କେନ୍ଦ୍ର ଓ ଲାଇବ୍ରେରୀ ହେବ।…
Read More...
Read More...