Browsing Tag

#odianews

ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧାମୂର୍ତ୍ତି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ଶ୍ରୀଜିଉଙ୍କ ସୁନାବେଶ। ମହଣ ମହଣ ସୁନାରେ ବିଭୂଷିତ ହୋଇ ଦର୍ଶନ ଦେବେ ଚତୁର୍ଦ୍ଧା ମୂର୍ତ୍ତି। ବୁଧବାର ଆଷ‌ାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କ ସୁନାବେଶ(ବଡ଼ତଢ଼ାଉ ବେଶ) ଅନୁଷ୍ଠିତ ହେବ।…
Read More...

ଜୁଲାଇ ୧ରୁ ଜନଶୁଣାଣି ଆରମ୍ଭ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଜୁଲାଇ ପହିଲାରୁ ସବୁ ଜିଲା ଏବଂ ସରକାରଙ୍କର ସମସ୍ତ ବିଭାଗର ମିଳିତ ଜନ ଶୁଣାଣି ଆରମ୍ଭ ହେବ। ପ୍ରତି ସୋମବାର ସାଧାରଣ ଅଭିଯୋଗ ଲାଗି ବୁଧବାର ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଜିଲା ସ୍ତରରେ…
Read More...

ଓଡ଼ିଶାରେ କମିବ ମଦ କାରବାର

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଓଡ଼ିଶା ହେବ ମଦମୁକ୍ତ। କମିବ ନିଶା ବ୍ୟବହାର। ଏଥିପାଇଁ ଅଣ୍ଟା ଭିଡ଼ିଲାଣି ନୂଆ ସରକାର। ଆଜି ଏପରି ବୟାନ୍‌ ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।…
Read More...

ଏନ୍‌କାଉଣ୍ଟରରେ ଟଳିଲେ ଦୁଇ ଆତଙ୍କବାଦୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ବୁଧବାର ଜମ୍ମୁ-କଶ୍ମୀରର ଦୋଡା ଜିଲ୍ଲାର ଏକ ଜଙ୍ଗଲ ଅଞ୍ଚଳରେ ସୁରକ୍ଷା ବାହିନୀ ସହ ଏନକାଉଣ୍ଟର ବେଳେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ବୁଧବାର ଜମ୍ମୁ-କଶ୍ମୀରର ଡୋଡା ଜିଲ୍ଲାର ଏକ ଜଙ୍ଗଲରେ…
Read More...

ବିଗିଡ଼ିଲା ସ୍ୱାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଆଡମିଟ ହେଲେ ଆତିଶୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ହରିୟାଣା ସରକାର ଦିଲ୍ଲୀକୁ ଆବଶ୍ୟକ ମାତ୍ରାରେ ଜଳ ଛାଡିବା ଦାବିରେ ଆମରଣ ଅନଶନରେ ବସିଥିବା ଦିଲ୍ଲୀ ମନ୍ତ୍ରୀ ଆତିଶୀଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡିଛି । ତାଙ୍କୁ ଆଜି ଦିଲ୍ଲୀର ଜୟପ୍ରକାଶ ନାରାୟଣ…
Read More...

ବିଜେଡିର ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ସରକାରୀ ବାସଭବନ ଭଙ୍ଗା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବିଜେଡିର ସାଙ୍ଗଠନିକ ସଂପାଦକ ତଥା ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ ଓରଫ ବବି ଦାସଙ୍କ ସରକାରୀ ଆଲିଶାନ୍ ବାସଭବନ ଭଙ୍ଗାଯାଉଥିବା ସୂଚନା ରହିଛି। କିଏ ଭାଙ୍ଗୁଛି ଓ କାହିଁକି ଭାଙ୍ଗୁଛି ସେନେଇ…
Read More...

ବାଲୁକା କଳାରେ ସ୍ନାନପୂର୍ଣ୍ଣିମା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ଯାତ୍ରା । ଦଇତାପତି ସେବାୟତ ମାନେ ଦାରୁଦିଅଁଙ୍କୁ ରତ୍ନବେଦୀରୁ ଓହ୍ଲାଇ ଆଣି ଧାଡି ପହଣ୍ଡିରେ ବିଜେ କରାଇଛନ୍ତି ସ୍ନାନ ମଣ୍ଡପରେ ।ପାରମ୍ପରିକ ରୀତିନୀତିରେ…
Read More...

ରାଇରଙ୍ଗପୁରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଆଜି ବାମନଘାଟି ଉପଖଣ୍ଡ ପ୍ରଶାସନ ତରଫରୁ ବାମନଘାଟି ଉପଜିଲ୍ଲାପାଳ ଶ୍ରୀ ସରୋଜ କୁମାର ଦାଶଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ରାଇରଙ୍ଗପୁର ସ୍ଥିତ କଚେରୀ ପଡିଆ ଠାରେ ଉପଖଣ୍ଡ ସ୍ତରୀୟ ଦଶମ…
Read More...

ନୂଆ ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ଯୋଗ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ମାନସିକ ସ୍ତରରେ ସୁସ୍ଥ ରହିବା ପାଇଁ ଯୋଗ ଜରୁରୀ। କେବଳ ଆଜି ନୁହେଁ, ଦୈନନ୍ଦିନ ଯୋଗ କରିବା ଆବଶ୍ୟକ। ଆଜି କଳିଙ୍ଗ ଷ୍ଡାଡିଅମ୍ ପରିସରରେ ଆୟୋଜିତ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ…
Read More...

ଓଡ଼ିଶା ମିଡିଆ ପରିବାର ତରଫରୁ ରମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଭାରତୀୟ ଗଣମାଧ୍ୟମ ଜଗତର ଅନ୍ୟତମ ଶୀର୍ଷ ବ୍ୟକ୍ତିତ୍ୱ ରାମୋଜୀ ରାଓଙ୍କ ବିୟୋଗରେ ଓଡ଼ିଶାର ମିଡିଆ ପରିବାର ପକ୍ଷରୁ ଗଭୀର ଶୋକ ପ୍ରକାଶ ପାଇଛି। ବିଭିନ୍ନ ଗଣମାଧ୍ୟମର ସମ୍ପାଦକ, ପ୍ରତିନିଧି ଏବଂ…
Read More...