ମାର୍ଚ୍ଚ ଶେଷ ସୁଦ୍ଧା ନୂଆ ଦଳ ଘୋଷଣା: ମୋକିମ
ଓଡ଼ିଆ ନ୍ୟୁଜ୍: ନୂଆ ଦଳ ଗଠନ ନେଇ ମହମ୍ମଦ ମୋକିମଙ୍କ ବଡ଼ ସୂଚନା । ମୋକିମ୍ କହିଛନ୍ତି, ମାର୍ଚ୍ଚ ଶେଷ ସୁଦ୍ଧା ନୂଆ ଦଳ ଘୋଷଣା ହେବ। ନୂଆ ଦଳ ନେଇ ସମୀକରଣ ଚାଲିଛି, ପୂରା ରାଜ୍ୟରୁ ମତାମତ ନିଆଯାଉଛି। ଆସନ୍ତା ୧୨ ତାରିଖ…
Read More...
Read More...