Browsing Tag

Odisha

ଓଡିଶାରେ ବନ୍ୟାଜନିତ ସ୍ଥିତି ସୃଷ୍ଟି ହୋଇପାରେ: IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର

ଓଡ଼ିଆ ନ୍ୟୁଜ୍: ଅବପାତ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ନେଇ IMDର ଆକଳନ। ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ IMD ଆକଳନ କରିଛି। IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଲଘୁଚାପ ପ୍ରଭାବରେ ଓଡ଼ିଶାରେ…
Read More...

ଓଡିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଆ ନ୍ୟୁଜ୍: ଓଡିଶାରେ ମହାମହିମ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇଲେ ଥିଲେ। ସେଠାରେ ତାଙ୍କୁ ଭଗ୍ୟ…
Read More...

ପାରାଦୀପ ପରିବା ମାର୍କେଟରେ ନିଆଁ ଲାଗି ଜଳିଗଲା 6 ଦୋକାନ

ଓଡ଼ିଆ ନ୍ୟୁଜ୍: ପାରାଦୀପ ପରିବା ମାର୍କେଟରେ ଲାଗିଲା ନିଆଁ । ନିଆଁ ଲାଗି ୬ରୁ ଅଧିକ ଦୋକାନ ସଂପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି। ଖବର ପାଇ ପାରାଦୀପ ସିଆଇଏସଏଫ୍ ଅଗ୍ନିଶମ ବିଭାଗ ଓ କୁଜଙ୍ଗ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ…
Read More...

ରାଜ୍ୟରେ ପ୍ରବଳ ବାର୍ଷିବ

ଓଡ଼ିଆ ନ୍ୟୁଜ୍: ଯୋଡ଼ା ଲଘୁଚାପର ପ୍ରଭାବ । ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼…
Read More...

ଆସନ୍ତା ୨୪ରୁ ୪୮ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ଆଶୁତୋଷ ବିଶ୍ବାସ

ଓଡ଼ିଆ ନ୍ୟୁଜ୍: ଏମ୍ସରେ ସଂକଟାପନ୍ନ ଅବସ୍ଥାରେ ବାଲେଶ୍ୱର FM କଲେଜ ଛାତ୍ରୀଙ୍କ ଚିକିତ୍ସା ଚାଲିଛି। ଛାତ୍ରୀଙ୍କ ଶରୀରର ପ୍ରାୟ ୯୦ରୁ ୯୫ ପ୍ରତିଶତ ପୋଡି ଯାଇଛି। ଆସନ୍ତା ୨୪ରୁ ୪୮ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ । ଛାତ୍ରୀଙ୍କ…
Read More...

୧୫ରୁ ଆନ୍ଦୋଳନକୁ ଜୋରଦାର କରିବ ଡ୍ରାଇଭର ସଂଘ

ଓଡ଼ିଆ ନ୍ୟୁଜ୍: ଜୋରଦାର ହେବ ଡ୍ରାଇଭର ଆନ୍ଦୋଳନ।  ଡ୍ରାଇଭର ଆନ୍ଦୋଳନକୁ ନେଇ ଆସିଲା ବଡ଼ ଖବର । ଆହୁରି ଜୋରଦାର ହେବ ଡ୍ରାଇଭର ଆନ୍ଦୋଳନ । ୧୫ରୁ ଆନ୍ଦୋଳନକୁ ଜୋରଦାର କରିବ ଡ୍ରାଇଭର ସଂଘ । ଆନ୍ଦୋଳନ ଜୋରଦାର ପାଇଁ ଆହ୍ବାନ…
Read More...

ଛାତ୍ରୀଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ରହିଛି: AIIMS ନିର୍ଦ୍ଦେଶକ

ଓଡ଼ିଆ ନ୍ୟୁଜ୍:  FM କଲେଜ ଜଣେ ଛାତ୍ରୀଙ୍କ ଆତ୍ମହୁତି ଉଦ୍ୟମ ଘଟଣା ସମଗ୍ର ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। ଅଭିଯୋଗ ରହିଛି ଯେ, ଜଣେ ଶିକ୍ଷକଙ୍କ ଦ୍ୱାରା ଯୌନ ର୍ନିଯାତନା ଓ ମାନସିକ ଉତ୍ପୀଡ଼ନ ଯୋଗୁଁ ଏହି ଛାତ୍ରୀ ନିଜ…
Read More...

ହାତୀ ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦେଶ

ଓଡ଼ିଆ ନ୍ୟୁଜ୍: ରେଢ଼ାଖୋଲ ନାକଟିଦେଉଳ ହାତୀ ମୃତ୍ୟୁ ଘଟଣାଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ।ସମ୍ବଲପୁର ଜିଲା ରେଢ଼ାଖୋଲ ଫରେଷ୍ଟ ଡିଭିଜନର ନାକଟିଦେଉଳ ଅଞ୍ଚଳର ସରପାଲି ଗାଁରେ ଜଣେ ବ୍ୟକ୍ତିଙ୍କ ହୁକ…
Read More...

କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ମୁଖ୍ୟମନ୍ତ୍ରୀ

ଓଡ଼ିଆ ନ୍ୟୁଜ୍: ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ଦିଲ୍ଲୀରୁ ଫେରିବା ପରେ ସେ ଏହି ଘଟଣା ସମ୍ପର୍କରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ…
Read More...

ପୁଣି ଆସୁଛି ଯୋଡ଼ା ଲଘୁଚାପ

ଓଡ଼ିଆ ନ୍ୟୁଜ୍: ପୁଣି ଏକ ଯୋଡ଼ା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା।ଆଗାମୀ ୨୪ ଘଣ୍ଟାରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ହେବ।ଅନ୍ୟ ଏକ ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ…
Read More...