Browsing Tag

Odisha

୧୦୦ କୋଟିର ଗଞ୍ଜେଇ ତେଲ ଜବତ

ଓଡ଼ିଆ ନ୍ୟୁଜ୍: ମାଲକାନଗିରି ପୋଲିସକୁ ବଡ଼ ସଫଳତା । ୧୦୦ କୋଟି ଟଙ୍କାର ଗଞ୍ଜେଇ ତେଲ ଜବତ । ଚିତ୍ରକୋଣ୍ଡା ଥାନା ଏସ୍ ଆର୍ ଛକରୁ ୨ ଲିଟର ଗଞ୍ଜେଇ ତେଲ ଜବତ କରିଛି ମାଲକାନଗିରି ପୋଲିସ । ଜବତ ଗଞ୍ଜେଇ ତେଲର ଆନୁମାନିକ ମୂଲ୍ୟ…
Read More...

ଓମ୍‌ଫେଡ୍‌ କ୍ଷୀର ଦର ବୃଦ୍ଧି

ଓଡ଼ିଆ ନ୍ୟୁଜ୍: ଓଡ଼ିଶାରେ କ୍ଷୀର ଦର ବୃଦ୍ଧି କଲା ଓମ୍‌ଫେଡ୍‌।ଟୋନ୍‌ଡ ଦୁଗ୍ଧ ଲିଟର ପ୍ରତି ୪ ଟଙ୍କା ବୃଦ୍ଧି। ୫୦ ଟଙ୍କାରୁ ବୃଦ୍ଧି ପାଇ ହେଲା ୫୪ ଟଙ୍କା। ପ୍ରିମିୟମ ଦୁଗ୍ଧ ଲିଟର ପ୍ରତି ୪ ଟଙ୍କା ବୃଦ୍ଧି।୫୪ ଟଙ୍କାରୁ…
Read More...

ଜିତୁ ମୁଣ୍ଡା ଘଟଣା; ନିର୍ମଳାଙ୍କୁ ନବୀନଙ୍କ ଚିଠି

ଓଡ଼ିଆ ନ୍ୟୁଜ୍: ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନଙ୍କ ଚିଠି। ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ନବୀନ। କେନ୍ଦୁଝର ଜିଲ୍ଲାର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କର ମଲ୍ଲିପୋସି…
Read More...

ମହାନଦୀ ଜଳ ବିବାଦ: ୩୦ରେ ପରବର୍ତ୍ତୀ ଶୁଣାଣି

ଓଡ଼ିଆ ନ୍ୟୁଜ୍: ମହାନଦୀ ଜଳ ବିବାଦ ମାମଲା ନେଇ ଟ୍ରିବ୍ୟୁନାଲ୍‌ରେ ଶୁଣାଣି।ମୌସୁମୀ ଓ ଅଣମୌସୁମୀରେ କେତେ ଜଳ ପ୍ରବାହିତ ଅବଗତ କରାଗଲା।ଟ୍ରିବ୍ୟୁନାଲଙ୍କ ପୂର୍ବ ନିର୍ଦ୍ଦେଶ ଅନୁସାରେ ଓଡ଼ିଶା, ଛତିଶଗଡ଼ ଅବଗତ କଲେ। ଆପୋଷ…
Read More...

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ

ଓଡ଼ିଆ ନ୍ୟୁଜ୍: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍‌ ରେଜଲ୍ଟ।ବୋର୍ଡ କାର୍ଯ୍ୟାଳୟରେ ବିଧିବଦ୍ଧ ରେଜଲ୍ଟ ପ୍ରକାଶ।ରେଜଲ୍ଟ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ। ୩୩୧୦ ବିଦ୍ୟାଳୟରେ ଶତ ପ୍ରତିଶତ ରେଜଲ୍ଟ.।ଏଥର ଫର୍ମ ପୂରଣ…
Read More...

IED ବିସ୍ଫୋରଣ; ୩ ଯବାନ ସହିଦ୍

ଓଡ଼ିଆ ନ୍ୟୁଜ୍: ଛତିଶଗଡ଼ କାଙ୍କେର ଜିଲ୍ଲାରେ ପୁଣି ମାଓ ହିଂସାକାଣ୍ଡ। IED ବିସ୍ଫୋରଣରେ ଗୁରୁତର ୩ DRG ଯବାନ ସହିଦ୍। ରାୟପୁର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସହିଦ୍। ଛୋଟେବେଟିୟା ଜଙ୍ଗଲରେ ଘଟିଥିଲା IED ବିସ୍ଫୋରଣ।…
Read More...

ବନ୍ୟା ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ: ସୁରେଶ ପୂଜାରୀ

ଓଡ଼ିଆ ନ୍ୟୁଜ୍: ସମ୍ଭାବ୍ୟ ବାତ୍ୟା ଆକଳନ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା। ବାତ୍ୟା, ବନ୍ୟା ଏବଂ ହିଟ୍‌ ୱେଭ ପ୍ରବଣ ରାଜ୍ୟ ହେଉଛି ଓଡ଼ିଶା। ଏପ୍ରିଲ ମାସ ସନ୍ଧ୍ୟାରେ ଝଡ଼ ବି ହୁଏ, ମେ’ରେ ବାତ୍ୟା…
Read More...

୮ ଜିଲ୍ଲାକୁ କାଳବୈଶାଖୀର ଆଲର୍ଟ

ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ଜାରି ରହିଛି କଳାବୈଶାଖୀ ବର୍ଷା। ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ କାଳବୈଶାଖୀ ପାଇଁ ସତର୍କ ସୂଚନା ଜାରି କରାଯାଇଛି।…
Read More...

ସାଲିଆ ସାହିରେ ଜବରଦଖଲ ଉଚ୍ଛେଦ ଆରମ୍ଭ

ଓଡ଼ିଆ ନ୍ୟୁଜ୍: ସାଲିଆସାହିରେ ଆରମ୍ଭ ଉଚ୍ଛେଦ । ଭୁବନେଶ୍ବର ସାଲିଆ ସାହିରେ ୮୧ ଘର ଉଚ୍ଛେଦ। ପୂର୍ବ ନୋଟିସ ଅନୁଯାୟୀ ୮୧ ଘର ଉଚ୍ଛେଦ ହେଉଛି। ୧୫ ନମ୍ବର ୱାର୍ଡର ଏକାମ୍ର ଭିଲା ବେହେରା ବସ୍ତିର ୮୧ ଘର ଆଜି ଉଚ୍ଛେଦ ହେଉଛି।…
Read More...

ଆଜି ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ

ଓଡ଼ିଆ ନ୍ୟୁଜ୍: ଆଜି ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ଶନିବାର ଅପରାହ୍ନରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ଏଥର ମୋଟ ୫ ଲକ୍ଷ ୪୬ ହଜାର ୫୮୨ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଛନ୍ତି । ଅପରାହ୍ନ ୪ ଟାରେ ରେଜଲ୍ଟ…
Read More...