Browsing Tag

Paddey procurement

ସରକାର ସବୁ ଧାନ ଉଠାଇବେ: ସମବାୟ ମନ୍ତ୍ରୀ

ଓଡ଼ିଆ ନ୍ୟୁଜ୍: ରାଜ୍ୟ ସରକାର ଚାଷୀମାନଙ୍କର ସବୁ ଧାନ ଉଠାଇବେ। ଏନେଇ ସୂଚନା ଦେଲେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ।ଚଳିତ ଖରିଫ ଋତୁରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି।୧୮ ଲକ୍ଷ ୬୪ ହଜାର ଚାଷୀ ଧାନ ବିକ୍ରି କରି…
Read More...

୭ଦିନ ବଢ଼ିଲା ଧାନକିଣା ଅବଧି

ଓଡ଼ିଆ ନ୍ୟୁଜ୍: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଯେପରି ଜଣେ ଚାଷୀଙ୍କ ଟୋକନ୍‌ ଲାପ୍ସ ଯିବନି ସେଥିପାଇଁ ଗୁରୁତ୍ବ। ଚଳିତ ଖରିଫ୍‌ ଋତୁରେ…
Read More...

ଆଉ ୨ଦିନ ବଢ଼ିପାରେ ଧାନକିଣା ଅବଧି

ଓଡ଼ିଆ ନ୍ୟୁଜ୍: ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା। କାଲି ସୁଦ୍ଧା ଧାନ କିଣା ନେଇ ଡେଡ୍‌ଲାଇନ ଧାର୍ଯ୍ୟ ହୋଇଥିଲା।ଦରକାର ପଡ଼ିଲେ ଆଉ୨ ଦିନ ପର୍ଯ୍ୟନ୍ତ ଅବଧି ବଢ଼ିପାରେ।ମଣ୍ଡି ଅବଧି ସରୁଥିବା ବେଳେ…
Read More...

ମାର୍ଚ୍ଚ ୩୧ ସୁଦ୍ଧା ସବୁ ଧାନ କିଣିବେ ସରକାର: ଯୋଗାଣ ମନ୍ତ୍ରୀ

ଓଡ଼ିଆ ନ୍ୟୁଜ୍: ମାର୍ଚ୍ଚ 31 ସୁଦ୍ଧା ସରିବ ଧାନ କିଣା। ଯୋଗାଣ ମନ୍ତ୍ରଙ୍କ ବଡ ସୂଚନା।କାହା ଟୋକେନ ଲାପ୍ସ ହେବନି । ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ସବୁ ଧାନ କିଣିବେ ସରକାର। କୁଇଣ୍ଟାଲ ପିଛା ୩୧ ଶହ ଟଙ୍କାରେ କିଣିବାକୁ…
Read More...

ଚଳିତ ଖରିଫ ଋତୁରେ ଧାନଚାଷୀମାନଙ୍କୁ ଡିଜିଟାଲ୍‌ ସଂସ୍କାର ମାଧ୍ୟମରେ ଦେୟ ପ୍ରଦାନ

ଓଡ଼ିଆ ନ୍ୟୁଜ୍: ଚଳିତ ଖରିଫ ଋତୁରେ ଚାଷୀମାନଙ୍କୁ ସେମାନଙ୍କର ଧାନ ବିକ୍ରୟର ସର୍ବନିମ୍ନ ସହାୟତା ମୂଲ୍ୟ ଏବଂ ଇନ୍‌ପୁଟ ସହାୟତା ପ୍ରଦାନ ଦିଗରେ ରାଜ୍ୟ ସରକାର ତ୍ୱରିତ ପଦକ୍ଷେପ ଗ୍ରହଣ କରିଛନ୍ତି । ଏଥି ପାଇଁ ସରକାର…
Read More...

କାଲି ଠାରୁ ଧାନ ଉଠାଣ ସ୍ବାଭାବିକ

ଓଡ଼ିଆ ନ୍ୟୁଜ୍: କାଲି ଠାରୁ ସ୍ବାଭାବିକ ହେବ ଧାନ ମଣ୍ଡିରୁ ଧାନ ଉଠାଣ। ସରକାରଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲା ମିଲର୍ସ ସଂଘ। ଏନେଇ ସୂଚନା ଦେଲେ ମିଲର୍ସ ସଂଘ ସମ୍ପାଦକ ଲକ୍ଷ୍ମୀ ନାରାୟଣ ଦାସ। ‘୧୫ ଦିନ ଭିତରେ…
Read More...

ସ୍ୱାଭାବିକ ହେଲା ଧାନ କିଣା: ଯୋଗାଣ ମନ୍ତ୍ରୀ

ଓଡ଼ିଆ ନ୍ୟୁଜ୍: ଆଜିଠୁ ରାଜ୍ୟରେ ସ୍ଵାଭାବିକ ହେଲା ଧାନ କିଣା। ୧୯ଟି ଜିଲ୍ଲାରେ ଉଠାଯାଉଛି ଧାନ। ମିଲର୍ସଙ୍କ କିଛି ଦାବିକୁ ରାଜ୍ୟ ସରକାର ମାନିଛନ୍ତି। ମଙ୍ଗଳବାର ମିଲର୍ସ ସଂଘ ସହିତ ଆଲୋଚନା ହୋଇଥିଲା। ଏନେଇ ସରକାରଙ୍କର…
Read More...

ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନ କିଣା: କୃଷ୍ଣଚନ୍ଦ୍ର ପାତ୍ର

ଓଡ଼ିଆ ନ୍ୟୁଜ୍: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଚାଲିବ ଧାନ କିଣା।ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ପ୍ରତିକ୍ରିୟା।'ଏପର୍ଯ୍ୟନ୍ତ ୧୦ ଲକ୍ଷ ୫୦ ହଜାର ମେଟ୍ରିକ ଟନ୍ ଧାନ କିଣା'। ୨ ଲକ୍ଷ ୩୦ ହଜାର ଚାଷୀ…
Read More...

ଧାନ ସଂଗ୍ରହ ପୂର୍ବରୁ ମିଲରେ ଗଦା ଗଦା ଧାନ

ଓଡ଼ିଆ ନ୍ୟୁଜ୍: ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ ବେଆଇନ ଭାବେ ଧାନ ଆସୁଛି। କାରଣ ନିକଟବର୍ତ୍ତୀ…
Read More...

ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଓଡ଼ିଆ ନ୍ୟୁଜ୍: ଆଜି ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଭିନ୍ନ ଜିଲ୍ଲାରେ କେମିତି ଚାଲିଛି ଧାନ ସଂଗ୍ରହ ପ୍ରକ୍ରିୟା ତାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଆଜି ସନ୍ଧ୍ୟାରେ…
Read More...