ପପୁ ଯାଦବଙ୍କୁ ବିଷ୍ଣୋଇ ଗ୍ୟାଙ୍ଗର ଧମକ
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): 'ସଲମାନ ଖାନ୍ଙ୍କ ମାମଲରେ ଦୂରେଇ ରୁହ। ନଚେତ ମାରିଦେବୁ।' ବିହାରର ପୂର୍ଣ୍ଣିୟା ସାଂସଦ ପପୁ ଯାଦବଙ୍କୁ ଏଭଳି କିଛି ହତ୍ୟା ଧମକ ମିଳିଛି। ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ନାଁରେ ତାଙ୍କୁ ଧମକ…
Read More...
Read More...