ନୂଆଁଖାଇର ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ
ଓଡ଼ିଆ ନ୍ୟୁଜ୍:ନୂଆଁଖାଇର ହାର୍ଦ୍ଦିକ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି। ‘ଏହି ଲୋକପ୍ରିୟ ପର୍ବ କୃଷକମାନଙ୍କ ପ୍ରତି ଗଭୀର କୃତଜ୍ଞତାର ସ୍ମରଣ କରାଏ’।‘ଯାହାଙ୍କ କଠିନ ପରିଶ୍ରମ ଆମ ସମସ୍ତଙ୍କର ଭରଣପୋଷଣ କରେ’।…
Read More...
Read More...