Browsing Tag

Prithiviraj harichandan

ମହାପ୍ରଭୁଙ୍କ ମୋଦକ ଚୋରି ହୋଇନାହିଁ: ଆଇନ ମନ୍ତ୍ରୀ

ଓଡ଼ିଆ ନ୍ୟୁଜ୍: ଶ୍ରୀଜିଉଙ୍କ ପାଇଁ ଉଦ୍ଦିଷ୍ଟ ଦଶମୂଳ ମୋଦକ ଚୋରି ହେବା ଘଟଣାରେ ମୁହଁ ଖୋଲିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ  ।  ମନ୍ତ୍ରୀ କହିଛନ୍ତି, ମହାପ୍ରଭୁଙ୍କ ମୋଦକ ଚୋରି ହୋଇନାହିଁ , ମୋଦକ ଗଣାହୁଏନାହିଁ…
Read More...

ରଥଯାତ୍ରା ପାଇଁ ପ୍ରାୟ ୮୦% ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇ ସାରିଲାଣି: ପୃଥ୍ବୀରାଜ ହରିଚନ୍ଦନ

ଓଡ଼ିଆ ନ୍ୟୁଜ୍: ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରାକୁ ନେଇ ଆଜି ବସୁଥିଲା ଦ୍ବିତୀୟ ସମନ୍ବୟ ବୈଠକ । ଏହି ଅବସରରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ରଥଯାତ୍ରା ଲାଗି ପ୍ରାୟ ୮୦%…
Read More...

ବଦଳିବ ଲୋକସେବା ଭବନ ଓ ବିଧାନସଭା ଢ଼ାଞ୍ଚା

ଓଡ଼ିଆ ନ୍ୟୁଜ୍: ରାଜ୍ୟର ଭିତ୍ତିଭୂମିକୁ ଆଧୁନିକୀକରଣ ଦିଗରେ ସରକାଙ୍କ ବଡ଼ ପଦକ୍ଷେପ। ଆଧୁନିକ ସ୍ଥାପତ୍ୟ ଢାଞ୍ଚାରେ ଲୋକସେବା ଭବନ ଓ ଓଡ଼ିଶା ବିଧାନସଭା ପାଇଁ ନୂତନ ଭବନ ନିର୍ମାଣର ମହତ୍ୱାକାଂକ୍ଷୀ ଯୋଜନା ଘୋଷଣା କରିଛନ୍ତି।…
Read More...

ଭୁବନେଶ୍ୱରରେ ହେବ ଅଣ୍ଡରଗ୍ରାଉଣ୍ଡ ମେଟ୍ରୋ

ଓଡ଼ିଆ ନ୍ୟୁଜ୍: ଭୁବନେଶ୍ୱରରେ ନିର୍ମାଣ ହେବ ପ୍ରଥମ ଭୂତଳ ମେଟ୍ରୋ । ଏନେଇ ଅବକାରୀ ଓ ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ପୂର୍ବ ପ୍ରସ୍ତାବିତ ଏଲିଭେଟେଡ ସିଷ୍ଟମ ବଦଳରେ ଏଣିକି ନିର୍ମାଣ ହେବ ଭୂତଳ…
Read More...

ପୁରୀ ବଡ଼ଦାଣ୍ଡରେ ସବୁଦିନ ପାଇଁ ମଦ ଓ ଆମିଷ ବିକ୍ରି ମନା: ପୃଥ୍ବୀରାଜ ହରିଚନ୍ଦନ

ଓଡ଼ିଆ ନ୍ୟୁଜ୍: ମଦ ଓ ଆମିଷ ମୁକ୍ତ ହେବ ପୁରୀ ବଡ଼ଦାଣ୍ଡ । ଶ୍ରୀମନ୍ଦିରର ୨ କିଲୋମିଟର ଅବଧିରେ ମଦ ଓ ଆମିଷ ବିକ୍ରି ନିଷେଧ । ସୂଚନା ଦେଲେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଆଉ ବଡ଼ଦାଣ୍ଡ କିମ୍ବା ଶ୍ରୀମନ୍ଦିରର ୨…
Read More...

ଖୁବ୍‌ଶୀଘ୍ର ଶ୍ରୀମନ୍ଦିରରେ ଆଣ୍ଟିଡ୍ରୋନ୍‌: ଆଇନ ମନ୍ତ୍ରୀ

ଓଡ଼ିଆ ନ୍ୟୁଜ୍: ଶ୍ରୀମନ୍ଦିରରେ ଡ୍ରୋନ୍‌ ଉଡ଼ିବା ଘଟଣାରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା।ଶ୍ରୀମନ୍ଦିର ସୁରକ୍ଷା, ଶୃଙ୍ଖଳା, ଭକ୍ତଙ୍କ ସୁଗମତାକୁ ସରକାର ଗୁରୁତ୍ବ ଦେଉଛନ୍ତି।ଶ୍ରୀମନ୍ଦିରରେ ଆଣ୍ଟି ଡ୍ରୋନ୍‌ ଟେକ୍ନୋଲୋଜି…
Read More...

ବର୍ଷ ପୂର୍ତ୍ତିରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ: ପୃଥ୍ବୀରାଜ ହରିଚନ୍ଦନ

ଓଡ଼ିଆ ନ୍ୟୁଜ୍: ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଅବସରରେ ଆସିପାରନ୍ତି ପ୍ରଧାନମନ୍ତ୍ରୀ ମୋଦି।ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।ବର୍ଷ ପୂର୍ତ୍ତି ଅବସରରେ ସରକାରୀ ସ୍ତରରେ ଅନେକ କାର୍ଯ୍ୟକ୍ରମ…
Read More...

ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ ଟେକ୍ନୋଲୋଜି: ପୃଥ୍ୱୀରାଜ ହରିଚନ୍ଦନ

ଓଡ଼ିଆ ନ୍ୟୁଜ୍: ଶ୍ରୀମନ୍ଦିର ସୁରକ୍ଷା ଚିନ୍ତା। ପୁରୀ ମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ ଟେକନୋଲୋଜି।ଏ ନେଇ ପୋଲିସ ବିଭାଗ ସହ ଆଲୋଚନା କରିଛି ଆଇନ ବିଭାଗ।ଆଣ୍ଟି ଡ୍ରୋନ ଟେକନୋଲୋଜି ଲାଗିଲେ ଡ୍ରୋନ ଉଡିବା ପରେ ଏହାକୁ ଖସାଇ…
Read More...

କୌଣସି ଅଣ ନାଗରିକ ଓଡ଼ିଶାରେ ରହିପାରିବେନି: ପୃଥ୍ଵୀରାଜ ହରିଚନ୍ଦନ

ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ବାଂଲାଦେଶୀ ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଇଞ୍ଜିନିୟରିଂ ବିଭାଗ ଗୁଡ଼ିକ ସହ ଆଲୋଚନା ହୋଇଛି। କାରଣ ବିଭିନ୍ନ ଏଜେନ୍ସି ରେ ରହି ବାଂଲାଦେଶୀ କାମ କରୁଛନ୍ତି। କେବଳ ଭୁବେନଶ୍ଵର ନୁହେଂ ସାରା…
Read More...

ଚଳିତ ବର୍ଷ ଶେଷ ସୁଦ୍ଧା କଟକ-ସମ୍ବଲପୁର ରାସ୍ତା କାମ ଶେଷ

ଓଡ଼ିଆ ନ୍ୟୁଜ୍: ଚଳିତ ବର୍ଷ ଶେଷ ସୁଦ୍ଧା ଶେଷ ହେବ କଟକ-ସମ୍ବଲପୁର ରାସ୍ତା କାମ । ବର୍ତ୍ତମାନ ଏହି କାମ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ହେଲେ ଚଳିତ ବର୍ଷ ଶେଷ ସୁଦ୍ଧା କିନ୍ତୁ ଏହା ଶେଷ ହୋଇଯିବ । ଏନେଇ ସୂଚନା ଦେଇଛନ୍ତି…
Read More...