ପୁରୀ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ମେ ୧୯ ତାରିଖ ସନ୍ଧ୍ୟାରେ ପୁଣି ଓଡ଼ିଶା ଆସିବେ। ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୯ ତାରିଖ ସନ୍ଧ୍ୟାରେ…
Read More...
Read More...