Browsing Tag

puri

ବରିଷ୍ଠ ସେବାୟତ ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ

ଓଡ଼ିଆ ନ୍ୟୁଜ୍: ବରିଷ୍ଠ ଦଇତାପତି ସେବକ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ ମହାପ୍ରଭୁଙ୍କ ସେବା କାର୍ଯ୍ୟରୁ ଏକ ମାସ ଅର୍ଥାତ୍ ୩୦ ଦିନ ପାଇଁ ନିଲମ୍ବିତ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଡ. ଅରବିନ୍ଦ କୁମାର ପାଢ଼ୀ ।…
Read More...

ପୁରୀରେ ପୋଲିସ ଛାଉଣୀ

ଓଡ଼ିଆ ନ୍ୟୁଜ୍: ପୁରୀରେ ସୁରକ୍ଷାକର୍ମୀ, ଡଗ୍ ସ୍କାର୍ଡର ଛାନଭିନ୍ । ଭାରତ-ପାକିସ୍ତାନ ଭିତରେ ସୃଷ୍ଟି ହୋଇଥିବା ଉତ୍ତେଜନା ଏବେ ଉଗ୍ର ରୂପ ଧାରଣ କରିଛି। ଯୁଦ୍ଧ ଘୋଷଣା ହୋଇ ନଥିଲେ ବି ଉଭୟ ଦେଶ ମଧ୍ୟରେ…
Read More...

ପୁରୀରେ ଏନଏସଜିର ସ୍ୱତନ୍ତ୍ର ଟିମ

ଓଡ଼ିଆ ନ୍ୟୁଜ୍: ପୁରୀରେ ଏନଏସଜିର ସ୍ୱତନ୍ତ୍ର ଟିମ। ଶ୍ରୀମନ୍ଦିର ସୁରକ୍ଷା କୁ ନେଇ ଏନ.ଏସ.ଜି ର ଟିମ ପହଂଚିଥିବା ବେଳେ ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକଙ୍କ ସହ କରୁଛି ଆଲୋଚନା। ଜିଲ୍ଲା ପୋଲିସ ସହ ମଧ୍ୟ ପୂର୍ବରୁ ଆଲୋଚନା…
Read More...

ମମତାଙ୍କ ନାଲିଆଖି, ଲାଗିଲା ସ୍ଥାୟୀ ଜଗନ୍ନାଥ ଧାମ ହୋର୍ଡିଂ

ଓଡ଼ିଆ ନ୍ୟୁଜ୍: ମମତାଙ୍କ ନାଲିଆଖି, ଲାଗିଲା ସ୍ଥାୟୀ ଜଗନ୍ନାଥ ଧାମ ହୋର୍ଡିଂ । ଦୀଘାରେ ପ୍ରତିଷ୍ଠା ହୋଇଥିବା ଜଗନ୍ନାଥ ମନ୍ଦିରକୁ ନେଇ ବିବାହ ଥମିବାରେ ନାଁ ନେଉନି। ଏବେ ଦୀଘା ମନ୍ଦିର ସାମ୍ନାରେ ଲାଗିଲା ଜଗନ୍ନାଥ ଧାମ…
Read More...

ଦୀଘା ‘ଜଗନ୍ନାଥ ମନ୍ଦିର’ ‘ଜଗନ୍ନାଥ ଧାମ’ ନୁହେଁ: ଗଜପତି ମହାରାଜା

ଓଡ଼ିଆ ନ୍ୟୁଜ୍: ପଶ୍ଚିମବଙ୍ଗର ଦୀଘାରେ ନବନିର୍ମିତ ଜଗନ୍ନାଥ ମନ୍ଦିର ବିବାଦକୁ ନେଇ ପୁରୀ ଗଜପତି ରାଜା ଦିବ୍ୟସିଂହ ଦେବ ଆଜି ଏକ ପ୍ରେସ୍ ବିଜ୍ଞପ୍ତି ଜାରି କରି କହିଛନ୍ତି ଯେ, ଦୀଘା 'ଜଗନ୍ନାଥ ମନ୍ଦିର' 'ଜଗନ୍ନାଥ ଧାମ'…
Read More...

ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ: ପୃଥ୍ବୀରାଜ ହରିଚନ୍ଦନ

ଓଡ଼ିଆ ନ୍ୟୁଜ୍: ଦୀଘାରେ ଜଗନ୍ନାଥ ଧାମ ବିବାଦ । ପ୍ରତିକ୍ରିୟା ରଖିଲେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ…
Read More...

ଦୀଘା ମନ୍ଦିର ବିବାଦ, ମୁହଁ ଖୋଲିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

ଓଡ଼ିଆ ନ୍ୟୁଜ୍:ଦୀଘାରେ ଜଗନ୍ନାଥ ଧାମ ନାଁ ବିବାଦ । ମୁହଁ ଖୋଲିଲେ ମମତା ବାନାର୍ଜୀ । କହିଲେ ଆମ ଉପରେ ଏତେ ରାଗ କାହିଁକି । ପୁରୀ ମନ୍ଦିର ଓ ଜଗନ୍ନାଥଙ୍କୁ ଆମେ ସମ୍ମାନ କରୁ । ସାରା ଦେଶରେ କାଳୀ ମନ୍ଦିର ଓ ଗୁରୁଦ୍ୱାର ଅଛି…
Read More...

୭ ଦିନ ଭିତରେ ଉତ୍ତର ନରଖିଲେ କାର୍ଯ୍ୟାନୁଷ୍ଠାନ

ଓଡ଼ିଆ ନ୍ୟୁଜ୍: ଦୀଘା ଜଗନ୍ନାଥ ମନ୍ଦିର ବିବାଦ ପ୍ରସଙ୍ଗ, ରାqqମକୃଷ୍ଣ ଦାସମହାପାତ୍ରଙ୍କୁ ଜବାବ ତଲବ । ଦୀଘା ମନ୍ଦିରକୁ ଦାରୁ ଯିବା ନେଇ ବାବାଦୀୟ ବୟାନ ପ୍ରସଙ୍ଗ । କୈଫିୟତ ମାଗିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ୭ ଦିନ…
Read More...

ବିଶୃଙ୍ଖଳା ହେଲେ କଠୋର କାର୍ଯ୍ୟାନୁଷ୍ଠାନ ହେବ: ଆଇନ ମନ୍ତ୍ରୀ

ଓଡ଼ିଆ ନ୍ୟୁଜ୍: ଦଇତାପତି ରାମକୃଷ୍ଣ ଦାସମହାପାତ୍ରଙ୍କ କାର୍ଯ୍ୟାବଳୀ ଉପରେ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି, ଜୀବନ ସାରା ଯେ କିଛି କରି ନାହାନ୍ତି ସେମାନେ ବଡ ବଡ କଥା କୁହନ୍ତି…
Read More...

ଦୀଘା ମନ୍ଦିର ବିବାଦ, ମୁହଁ ଖୋଲିଲେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ

ଓଡ଼ିଆ ନ୍ୟୁଜ୍: ଦୀଘା ଜଗନ୍ନାଥ ମନ୍ଦିର ବିବାଦ ପ୍ରସଙ୍ଗ । ମୁହଁ ଖୋଲିଲେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର। ସେ କହିଛନ୍ତି ଶ୍ରୀଜଗନ୍ନାଥ ସଂସ୍କୃତିରେ କେବଳ ବ୍ରହ୍ମ ସଂସ୍ଥାପନର…
Read More...