#Odianews ଆଜିଠୁ ମିଳିବ ଆଡ଼ପ ଅବଢ଼ା Odia News Jul 10, 2024 0 ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଜନ୍ମବେଦୀରେ ଦାରୁବ୍ରହ୍ମ । ଆଡପ ମଣ୍ଡପରେ ରହି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ହଜାର ହଜାର ଭକ୍ତ ଭଗବାନଙ୍କ ଦର୍ଶନ ପାଇବା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରେ ସକାଳୁ ସକାଳୁ ଭିଡ ଜମାଇଲେଣି… Read More...