#Odianews ସଜନା ପତ୍ରର ଔଷଧୀୟ ଗୁଣ Odia News Nov 25, 2023 0 ଓଡ଼ିଆ ନ୍ୟୁଜ, (ବ୍ୟୁରୋ): ସଜନା ଏକ ଦ୍ରୁମ ଜାତୀୟ ଉଦ୍ଭିଦ। ଶ୍ୱେତ ଓ ରକ୍ତ ଭେଦରେ ଏହା ଦୁଇ ପ୍ରକାରର। ଶ୍ୱେତ ସଜନା ସାଧାରଣ ଗଛ ପରି ସବୁଜ, ରକ୍ତ ସଜନାର ପତ୍ରର ଶିରାରେ ଟିକେ ଟିକେ ଲାଲ ରଙ୍ଗ ଥାଏ। ଏ ଦୁଇ ଜାତିର ସଜନାର… Read More...