୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆସନ୍ତା ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ। ଆସନ୍ତା୧୨ ତାରିଖରୁ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ଟାଇଗର ରିଜର୍ଭ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ।…
Read More...
Read More...