ଭାରୋତ୍ତୋଳନରେ ଭାରତକୁ ଆଉ ଏକ ପଦକ
ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): କମନୱେଲଥ ଗେମ୍ସରେ ଭାରତ ତାର ଜଲୱା ଦେଖାଇ ଚାଲିଛି । ଭାରୋତ୍ତୋଳନରେ ଆଉ ଏକ ପଦକ ଜିତିଛି ଭାରତ । ବର୍ମିଂହାମରେ ଚାଲିଥିବା ରାଜ୍ୟ ଗୋଷ୍ଠୀ କ୍ରୀଡା-୨୦୨୨ରେ ଭାରତ ତାର ସଫଳତା ଜାରି ରଖିଛି ।…
Read More...
Read More...