ଆସନ୍ତା ୨୨ ତାରିଖ ଦିନ ବିଧାନସଭା ଆଗରେ ପ୍ରତିବାଦ କରିବେ ବସ ମାଲିକ ସଂଘ
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସରିଲା କଟକ ଘରୋଇ ବସ୍ ମାଲିକ ସଂଘ ବୈଠକ। ଏହି ବୈଠକରେ ଆସନ୍ତା ୨୨ ତାରିଖ ଦିନ ବିଧାନସଭା ଆଗରେ ପ୍ରତିବାଦ ନିଷ୍ପତ୍ତିକୁ ସମ୍ମତି ପ୍ରଦାନ କରାଯାଇଛି। ୧୦୦ ଜଣ ବସ୍ ମାଲିକ ଏହି ପ୍ରତିବାଦରେ…
Read More...
Read More...