ବାହାନଗା ରେଳ ଷ୍ଟେସନ ନିକଟରେ କରମଣ୍ଡଳ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ, ଅନେକ ମୃତାହତ ହୋଇଥିବା ସୂଚନା
ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ବାଲେଶ୍ବର ଜିଲ୍ଲା ବାହାନଗା ରେଳ ଷ୍ଟେସନ ନିକଟରେ ଆଜି ସନ୍ଧ୍ୟାରେ କରମଣ୍ଡଳ ଏକ୍ସପ୍ରେସ୍ ଟ୍ରେନ୍ (୧୨୮୪୧-ଅପ୍) ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ଅନେକ ଯାତ୍ରୀ ମୃତାହତ ହୋଇଥିବା ସୂଚନା…
Read More...
Read More...