ୟୁଜିସି ନେଟ୍ ପାଇଁ ନୂଆ ତାରିଖ ଘୋଷଣା କଲା ଏନଟିଏ
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ୟୁଜିସି ନେଟ୍ ପାଇଁ ନୂଆ ତାରିଖ ଘୋଷଣା କଲା ଏନଟିଏ । ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ତାରିଖ ମଧ୍ୟରେ ଏହି ପରୀକ୍ଷା ହେବ । ଏଥିସହ ଜଏଣ୍ଟ ସିଏସଆଇଆର ୟୁଜିସି-ନେଟ୍ ତାରିଖ ମଧ୍ୟ ଘୋଷଣା ହୋଇଛି ।…
Read More...
Read More...