ଭୁବନେଶ୍ବରର ପ୍ରମୁଖ ରାସ୍ତାରେ ପାର୍କିଂ ମନା
ଓଡ଼ିଆ ନ୍ୟୁଜ୍: ଅନିୟମିତ ପାର୍କିଂ ରୋକିବାକୁ କମିଶନରେଟ୍ ପୋଲିସର ପଦକ୍ଷେପ। ପ୍ରମୁଖ ରାସ୍ତାରେ ଅନିୟମିତ ପାର୍କିଂ ଯୋଗୁଁ ଯାତାୟାତରେ ସମସ୍ୟା ହେଉଛି। ଓଡ଼ିଶା ଅର୍ବାନ ପୋଲିସ (OUP) ଆଇନ ଅନୁଯାୟୀ କଟକଣା ଜାରି।…
Read More...
Read More...