#Odianews କାଲିଠୁ ପ୍ରବଳ ବର୍ଷା! Odia News Jul 22, 2025 0 ଓଡ଼ିଆ ନ୍ୟୁଜ୍: ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା । ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ଏହା ପ୍ରଭାବରେ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ… Read More...
#Odianews ୨୩ରୁ ଓଡିଶାରେ ବଢ଼ିବ ବର୍ଷା Odia News Jul 21, 2025 0 ଓଡ଼ିଆ ନ୍ୟୁଜ୍: ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ୨୪ ତାରିଖ ବେଳକୁ ଏହା ଲଘୁଚାପ ରୂପ ନେଇପାରେ । ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ… Read More...
#Odianews ରାଜ୍ୟରେ ଆହୁରି ୫ ଦିନ ଯାଏଁ ବର୍ଷା ସମ୍ଭାବନା Odia News Jul 20, 2025 0 ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ଆହୁରି ୫ ଦିନ ଯାଏଁ ବର୍ଷା ସମ୍ଭାବନା। ୨୧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ। ଉପକୂଳବର୍ତ୍ତି ୯ ଜିଲ୍ଲାକୁ ଛାଡିଦେଲେ ବାକି ସବୁ ଜିଲ୍ଲାକୁ ବର୍ଷା ୱାର୍ଣ୍ଣିଂ ରହିଛି। ବିଶେଷ କରି… Read More...
#Odianews ୨୪ରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି! Odia News Jul 19, 2025 0 ଓଡ଼ିଆ ନ୍ୟୁଜ୍: ଆସୁଛି ଆଉ ଏକ ଲଘୁଚାପ । ୨୪ରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ପୂର୍ବାନୁମାନ କରାଯାଇଛି । ଏହା ପ୍ରଭାବରେ ୨୩ରୁ ୨୫ ଯାଏଁ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ନେଇ ୨୦ ଜିଲ୍ଲାକୁ ୟେଲୋ… Read More...
#Odianews ଆସୁଛି ବଡ଼ ଲଘୁଚାପ Odia News Jul 18, 2025 0 ଓଡ଼ିଆ ନ୍ୟୁଜ୍: ଆସୁଛି ଆଉ ଏକ ବଡ଼ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୪ ତାରିଖ ବେଳକୁ ଲଘୁଚାପ ଘନିଭୂତ ହେବା ନେଇ ସ୍ପଷ୍ଟ ସୂଚନା ଜଣାପଡିବ। ଏନେଇ ପାଣିପାଗ ବିଭାଗ… Read More...
#Odianews ୪ ଦିନ ପ୍ରବଳ ବର୍ଷା Odia News Jul 18, 2025 0 ଓଡ଼ିଆ ନ୍ୟୁଜ୍: ପୁଣି ୪ ଦିନ ପ୍ରବଳ ବର୍ଷା । ଆଜି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରୋ ଆସନ୍ତା ୨୧ ତାରିଖ ଯାଏ ରାଜ୍ୟରେ ଅଧିକ ବର୍ଷା ରହିବ । ୧୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ… Read More...
#Odianews ୫ ଜିଲ୍ଲାକୁ ବର୍ଷା ଆଲର୍ଟ Odia News Jul 16, 2025 0 ଓଡ଼ିଆ ନ୍ୟୁଜ୍: ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଆଗାମୀ ୨୪ ଘଣ୍ଟାରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ । ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ ଓ ସମ୍ବଲପୁରରେ ବର୍ଷା । ଆସନ୍ତାକାଲି ଉତ୍ତର… Read More...
#Odianews ୧୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା! Odia News Jul 15, 2025 0 ଓଡ଼ିଆ ନ୍ୟୁଜ୍: ଆସନ୍ତା ୧୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନାଗତକାଲି ଠାରୁ ସକ୍ରିୟ ଥିବା ଅବପାତ ଦୁର୍ବଳ ହେଇ ଝାଡ଼ଖଣ୍ଡ ଏବଂ ବିହାର ଉପରେ… Read More...
#Odianews ରାଜ୍ୟରେ ପ୍ରବଳ ବାର୍ଷିବ Odia News Jul 14, 2025 0 ଓଡ଼ିଆ ନ୍ୟୁଜ୍: ଯୋଡ଼ା ଲଘୁଚାପର ପ୍ରଭାବ । ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼… Read More...
#Odianews ପୁଣି ଆସୁଛି ଯୋଡ଼ା ଲଘୁଚାପ Odia News Jul 13, 2025 0 ଓଡ଼ିଆ ନ୍ୟୁଜ୍: ପୁଣି ଏକ ଯୋଡ଼ା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା।ଆଗାମୀ ୨୪ ଘଣ୍ଟାରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ହେବ।ଅନ୍ୟ ଏକ ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ… Read More...