ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର, ୩ ଜଣଙ୍କ ମୃତ୍ୟୁ

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ନବରଙ୍ଗପୁରରେ ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର। ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ । ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର । ଜଣେ ଗୁରୁତରଙ୍କୁ ନବରଙ୍ଗପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଉମରକୋଟ ବାସିନୀ ଛକରେ ଏହି ଦୁର୍ଘଟଣା ଘଟିଛି । ଉମରକୋଟରୁ ଅଞ୍ଚଳା ଯାଉଥିଲା କାର ।

Leave A Reply

Your email address will not be published.