ଆଜି ଚିତଉ ଅମାବାସ୍ୟା, ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ):  ଆଜି ଚିତଉ ଅମାବାସ୍ୟା ପରିପ୍ରେକ୍ଷୀରେ ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଆଜି ପ୍ରଥମ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ଣ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Leave A Reply

Your email address will not be published.