୭ଜିଲ୍ଲାକୁ ପ୍ରବଳ ବର୍ଷା ଅଲର୍ଟ

0

ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ଗରମ ଓ ଗୁଳୁଗୁଳିର ମିଳିବ ତ୍ରାହି । ୭ ଦିନ ପ୍ରବଳ ବର୍ଷା ନେଇ ପାଣି ପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଥିବା ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜି ସକାଳେ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇଛି ।

ବର୍ଷା ପାଇଁ ୨ରୁ ୪ ଡିଗ୍ରୀ ହ୍ରାସ ପାଇବ ଦିନ ତାପମାତ୍ରା । ୨୪ ଘଣ୍ଟାରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ ଭୁବନେଶ୍ୱର, ପୁରୀ, ଗଞ୍ଜାମ ଓ ନୟାଗଡ଼ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଦେଖାଦେଇଛି, ଯାହା ଗରମ ଓ ଗୁଳୁଗୁଳିରୁ କିଛିଟା ଆଶ୍ୱସ୍ତି ଦେଇଛି।

Leave A Reply

Your email address will not be published.