ଗୋଟିଏ ନୁହେଁ ୩ଟି ଲଘୁଚାପ !

0

ଓଡ଼ିଆ ନ୍ୟୁଜ୍: ଗୋଟିଏ ନୁହେଁ ଲଗାତର ୩ଟି ଲଘୁଚାପ ନେଇ ଆକଳନ।ପାଣିପାଗ ବିଜ୍ଞାନୀ ଶରତ ସାହୁଙ୍କ ଆକଳନ।‘ଗୋଟିଏ ସୃଷ୍ଟି ହୋଇଛି, ୨୬ ବେଳକୁ ଦ୍ବିତୀୟ, ୨୯ ବେଳକୁ ୩ୟ ଲଘୁଚାପ।ବର୍ତ୍ତମାନ ସୃଷ୍ଟି ହୋଇଥିବା ଲଘୁଚାପ ବେଶୀ ଘନୀଭୂତ ହୋଇ ନ ପାରେ।

ତଥାପି ଦକ୍ଷିଣ ଓଡ଼ିଶା ଜିଲ୍ଲାମାନଙ୍କରେ ଅଧିକ ବର୍ଷା ହୋଇପାରେ।୨୬/୨୭ ବେଳକୁ ଯେଉଁ ସିଷ୍ଟମ ସୃଷ୍ଟି ହେବ ଅଧିକ ଘନୀଭୂତ ସମ୍ଭାବନା।‘ପ୍ରଥମଟିର ବେଶୀ ପ୍ରଭାବ ନ ପଡ଼ିପାରେ, ଦ୍ବିତୀୟର ପ୍ରଭାବ ବେଶୀ ରହିବ’। ମାତ୍ର ୩ଟି ଲଘୁଚାପ ନେଇ IMD ପକ୍ଷରୁ ସ୍ପଷ୍ଟ କରାଯାଇ ନାହିଁ।

Leave A Reply

Your email address will not be published.