ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

0

ଓଡ଼ିଆ ନ୍ୟୁଜ୍: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛନ୍ତି IMDର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।

ସେ କହିଛନ୍ତି ଯେ ସୋମବାର ଜାନୁଆରୀ ୫ ସନ୍ଧ୍ୟା ୫ଟା ୩୦ରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ପୂର୍ବ ବିଷୁବରେଖା ନିକଟସ୍ଥ ଭାରତ ମହାସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ସ୍ପଷ୍ଟ ହେବାର ସମ୍ଭାବନା ଅଛି।

Leave A Reply

Your email address will not be published.