24 ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା!

0

ଓଡ଼ିଆ ନ୍ୟୁଜ୍: ୨୪ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସାରା ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଜି ରାଜ୍ୟର ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ।

କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଯାହାକୁ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଦିଆଯାଇଛି ।

Leave A Reply

Your email address will not be published.