ଆଜି ପ୍ରବଳ ବର୍ଷା!

0

ଓଡ଼ିଆ ନ୍ୟୁଜ୍: ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହେଲା ଅବପାତ।ପାରାଦୀପ-ଗୋପାଳପୁର ମଧ୍ୟ ଦେଇ ଆନ୍ଧ୍ର ଉପକୂଳକୁ ଅତିକ୍ରମ କରିବ।ଆଜି ମଧ୍ୟରାତ୍ର କିମ୍ୱା ଆସନ୍ତାକାଲି ସକାଳୁ ଓଡ଼ିଶା ଉପକୂଳ ଅତିକ୍ରମ କରିବ।

ଭୁବନେଶ୍ୱର ଓ କଟକ ସମେତ ଉପକୂଳ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଜାରି।ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ପବନ ସହ ବଡ଼ ବର୍ଷା ହେବାର ସମ୍ଭାବନା। ଆଜି ଓ ଆସନ୍ତାକାଲି ପାଇଁ ଓଡ଼ିଶାର ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା।

Leave A Reply

Your email address will not be published.