ଓଡ଼ିଆ ନ୍ୟୁଜ୍: ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା।ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା।ପଶ୍ଚିମ-ଉତ୍ତର ପଶ୍ଚିମରେ ଗତି କରି ଅବପାତର ରୂପ ନେବ। ୨୧ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।
ଏହା ପଶ୍ଚିମ- ଉତ୍ତରପଶ୍ଚିମ ଦିଗକୁ ଗତିକରି ଘନୀଭୂତ ହୋଇ ଅବପାତ ସମ୍ଭାବନା ରହିଛି। ଦକ୍ଷିଣ ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ପରବର୍ତ୍ତୀ ୪୮ ଘଣ୍ଟାରେ ଅବପାତର ରୂପ ନେବ। ଅକ୍ଟୋବରରେ ଲଘୁଚାପରୁ ଅବପାତ ସମ୍ଭାବନାକୁ ନେଇ ଆଶଙ୍କା ।