ଅବପାତଜନିତ ବର୍ଷା ନେଇ SRCଙ୍କ ସମୀକ୍ଷା

0

ଓଡ଼ିଆ ନ୍ୟୁଜ୍: ସମ୍ଭାବ୍ୟ ଅବପାତଜନିତ ବର୍ଷା ନେଇ ସତର୍କ କରାଇଲେ SRC।VCରେ ୧୮ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥା ହେଲେ SRC।ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କଳାହାଣ୍ଡି।

କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ। କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ନୂଆପଡ଼ା ଜିଲ୍ଲା। ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତି ନେଇ ଆଲୋଚନା କଲେ।

Leave A Reply

Your email address will not be published.